1 Peter 2:10 — Compare Translations
7 translations compared side by side
Odia - 1840
"ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ଵରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୂର୍ବେ ତୁମ୍ଭମାନେ ଈଶ୍ୱରଙ୍କ ଦୟା ସମ୍ବନ୍ଧରେ ଅଜ୍ଞ ଥିଲ, ର୍ବତ୍ତମାନ ତାଙ୍କ ଦୟାର ପାତ୍ର ହୋଇଛ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ଅଟ। ଅତୀତରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಯೆಳಾರ್ ತುಮ್ಕಾ ಗೊತ್ತ್ ನತ್ತೆ ಖರೆ ಅತ್ತಾ ತುಮಿ ದೆವಾಚಿ ದಯಾ ಘೆಟ್ಲ್ಯಾಸಿ.