1 Peter 2:11 — Compare Translations
7 translations compared side by side
Odia - 1840
"ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ାକରୁ, ବିମୁଖ ହୁଅ, ସେଗୁଡ଼ାକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବନ୍ଧୁଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ତୁଲ୍ୟ। ତେଣୁ ଅନୁରୋଧ କରୁଛୁ, ତୁମ୍ଭେମାନେ ସର୍ବଦା ଆତ୍ମା ବିରୁଦ୍ଧରେ ଯୁଦ୍ଧ କରୁଥିବା ଶାରୀରିକ ଅଭିଳାଷର ବଶବର୍ତ୍ତୀ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପାଇଁ ଜୀବିତ ରୁହ ପ୍ରିୟ ମିତ୍ରଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂରରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧରେ ସଂଘର୍ଷ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರೆಮಾಚ್ಯಾನು ಮಿಯಾ ತುಮ್ಕಾ ವಿನಂತಿ ಕರ್ತಾ ತುಮಿ ಹ್ಯಾ ಜಗಾತ್ ಪರ್ವಾಸಾಕ್ ಯೆಲ್ಲೆ ಅನಿ ದುಸ್ರ್ಯಾ ದೆಶಾಚೆ ಸಾರ್ಕೆ ಹೊವ್ನ್ ಹಾಸಿ, ತಸೆ ಹೊವ್ನ್ ತುಮ್ಕಾಚ್ ತುಮಿ ತುಮ್ಚ್ಯಾ ಆಂಗಾಚ್ಯಾ ಆಶಾಕ್ನಿ ಸೊಡುನ್ ದಿವ್ ನಕಾಸಿ ತಿ ಕನ್ನಾಬಿ ಆತ್ಮ್ಯಾಚ್ಯಾ ವಿರೊದ್ ಝಡ್ಗುನ್ಗೆತ್ ರ್ಹಾತಾ.