1 Peter 2:15 — Compare Translations
7 translations compared side by side
Odia - 1840
"ଅତଏବ ଭଲ କାମ କରିବା ଦ୍ବାରା, ଯେଉଁମାନେ ତୁମ୍ଭ ବିଷୟ ରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସମାନଙ୍କେ ମୁହଁ ବନ୍ଦ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧ-ମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ଵରଙ୍କ ଇଚ୍ଛା;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଚାହାନ୍ତି, ତୁମ୍ଭେମାନେ ସତ୍କର୍ମ ଦ୍ୱାରା ବୃଥା ଗଳ୍ପ କରୁଥିବା ନିର୍ବୋଧମାନଙ୍କୁ ନିରୁତ୍ତର କର।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଭଲ କାମ କରିବା ଦ୍ୱାରା, ଯେଉଁମାନେ ତୁମ୍ଭ ବିଷୟରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସେମାନଙ୍କ ମୁହଁ ବନ୍ଦ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ୱରଙ୍କ ଇଚ୍ଛା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಬುದ್ದ್ ನಸಲ್ಲ್ಯಾ ಲೊಕಾಕ್ನಿ ಬೊಲಿನಸ್ತಾನಾ ರ್ಹಾಯ್ ಸಾರ್ಕೆ ತುಮ್ಚ್ಯಾ ಬರ್ಯಾ ಚಲ್ನುಕಿ ವೈನಾ ತುಮಿ ಕರುಚೆ ಮನ್ತಲಿ ದೆವಾಚಿ ಇಚ್ಚ್ಯಾ ಹಾಯ್.