1 Peter 2:16 — Compare Translations
7 translations compared side by side
Odia - 1840
"ପରମେଶ୍ବର ଏହା ଚାହାଁନ୍ତି। ସ୍ବାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ବାଧୀନତାର ଅପବ୍ଯବହାର କର ନାହିଁ। ପରମେଶ୍ବରଙ୍କ ସବୋ ରେ ଜୀବନ କାଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସ୍ଵାଧୀନ ହେଲେହେଁ ତୁମ୍ଭମାନଙ୍କର ସ୍ଵାଧୀନତାକୁ ଦୁଷ୍ଟତାର ଆବରଣ ସ୍ଵରୂପେ ବ୍ୟବହାର ନ କରି ବରଂ ଈଶ୍ଵରଙ୍କ ଦାସ ହୋଇ ସତ୍କର୍ମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱାଧୀନ ଲୋକଙ୍କ ପରି ଜୀବନ ଯାପନ କର। କିନ୍ତୁ ସ୍ୱାଧୀନତାର ଅପବ୍ୟବହାର କରି ଗର୍ହିତ କର୍ମ କର ନାହିଁ। ବରଂ ଈଶ୍ୱରଙ୍କ କ୍ରୀତଦାସ ରୂପେ ଜୀବନ ଯାପନ କର।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହା ଗ୍ଭହାନ୍ତି। ସ୍ୱାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ୱାଧୀନତାର ଅପବ୍ୟବହାର କର ନାହିଁ। ପରମେଶ୍ୱରଙ୍କ ସେବାରେ ଜୀବନ କାଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ୱରଙ୍କ ଦାସ ହୋଇ ସତ୍କର୍ମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಸೆವಕಾಚ್ಯಾ ಸಾರ್ಕೆ ಸ್ವತಂತ್ರ್ ಹೊವ್ನ್ ಜಿವನ್ ಕರಾ, ತುಮ್ಚೆ ಸ್ವತಂತ್ರ್ ಬುರ್ಶೆ ಧಾಪುಸಾಟ್ನಿ ವಾಪ್ರುನಕಾಶಿ.