1 Peter 2:17 — Compare Translations

7 translations compared side by side

Odia - 1840
"ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ଵରଙ୍କୁ ଭୟ କର, ରାଜାଙ୍କୁ ସମାଦର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତଙ୍କୁ ସମ୍ମାନ ଦିଅ। ସର୍ବତ୍ର ଖ୍ରୀଷ୍ଟବିଶ୍ୱାସୀ ଭ୍ରାତୃବର୍ଗଙ୍କୁ ପ୍ରେମ କର। ଈଶ୍ୱରଙ୍କୁ ଭୟ କର, ସମ୍ରାଟଙ୍କୁ ସମ୍ମାନ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।
Odia IRV 2017 (ଓଡିଆ ବାଇବେଲ)
ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾಕ್ನಿ ಮಾನ್ ದಿವಾ, ಅನಿ ತುಮ್ಚ್ಯಾ ವಾಂಗುಡ್ಚ್ಯಾ ವಿಶ್ವಾಸಾತ್ ಹೊತ್ತ್ಯಾ ಭಾವ್ ಭೆನಿಯಾಂಚೊ ಪ್ರೆಮ್ ಕರಾ ದೆವಾಕ್ ಭಿಂವ್ನ್ ಚಲಾ, ಅನಿ ರಾಜಾಕ್ ಮಾನ್ ದಿವಾ.