1 Peter 2:18 — Compare Translations

7 translations compared side by side

Odia - 1840
"ହେ କ୍ରୀତଦାସଗଣ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭମାନେେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ଯ ଆଜ୍ଞା ପାଳନ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦାସଗଣ, ତୁମ ମୁନବମାନେ ଦୟାଳୁ ଓ ବିଚାରବନ୍ତ, କିଅବା କଠୋର ପ୍ରକୃତିର ହୋଇଥାଆନ୍ିୁ, ସେମାନଙ୍କର ବଶୀଭୂତ ହୁଅ ଓ ଦେମାନଙ୍କୁ ଉଚିତ ସମ୍ମାନ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଦୁଃଖ ଭୋଗର ଦୃଷ୍ଟାନ୍ତ ହେ କ୍ରୀତଦାସଗଣ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭେମାନେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ୟ ଆଜ୍ଞା ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೆವಕಾನು ತುಮ್ಚ್ಯಾ ಯಜಮಾನಾಕ್ನಿ ತುಮ್ಕಾಚ್ ತುಮಿ ಒಪ್ಸುನ್ ಘೆವಾ, ಅನಿ ಸಗ್ಳ್ಯಾ ರಿತಿನ್ ತೆಂಕಾ ಮಾನ್ ದಿವಾ, ಖಾಲಿ ಬರೆ ಕರ್ತಲ್ಯಾ ಯಜಮಾನಾಕ್ ಯೆವ್ಡೆಚ್ ನ್ಹಯ್ ಖಟುರ್ ಪಾನಾನ್ ಚಲ್ವುತಲ್ಯಾ ಯಜಮಾನಾಕ್‍ಬಿ ಮಾನ್ ದಿವಾ.