1 Peter 2:19 — Compare Translations

7 translations compared side by side

Odia - 1840
"ଜଣେ ଲୋକ ଭୁଲ ନ କରିଥିଲେ ମଧ୍ଯ ସେ ଦୁଃଖ ପାଇ ପା ରେ। ଯଦି ସେ ଲୋକ ପରମେଶ୍ବରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା ହେଲେ ପରମେଶ୍ବର ପ୍ରସନ୍ନ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କେହି ଯେବେ ଈଶ୍ଵରଙ୍କୁ ସାକ୍ଷାତ୍ ମାନି ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା ଜାଣି ଥିବାରୁ, ଯଦି ଅନ୍ୟାୟରେ ଶାସ୍ତ ପାଇ କ୍ଳେଶ ସହ୍ୟ କର, ତେବେ ଈଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ଭୁଲ୍ ନ କରିଥିଲେ ମଧ୍ୟ ସେ ଦୁଃଖ ପାଇ ପାରେ। ଯଦି ସେ ଲୋକ ପରମେଶ୍ୱରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା’ହେଲେ ପରମେଶ୍ୱର ପ୍ରସନ୍ନ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।
Odia IRV 2017 (ଓଡିଆ ବାଇବେଲ)
କାରଣ କେହି ଯେବେ ଈଶ୍ୱରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕಾಯ್ಬಿ ಚುಕ್ ನಸ್ತಾನಾ ತಿಯಾ ಕಸ್ಟ್ ಸೊಸುನ್ ಘೆತಲೆ ಹೊಲ್ಲ್ಯಾರ್ ದೆವ್ ತೆಚೆಸಾಟ್ನಿ ತುಕಾ ಆಶಿರ್ವಾದ್ ದಿತಾ. ದೆವಾಚಿ ಇಚ್ಚ್ಯಾ ಕಾಯ್ ಮನುನ್ ತಿಯಾ ಕಳ್ವುನ್ ಘೆಟಲ್ಲೊ ಎಕ್ಲೊ ಮಾನುಸ್ ಕಾಯ್ ಚುಕ್ ಕರಿಸ್ತಾನಾ ತರಾಸಾತ್ ಪಡುನ್ ತೊ ತರಾಸ್ ಸೊಸುನ್ ಘೆಟ್ಲ್ಯಾರ್ ದೆವಾಕ್ನಾ ಶಬಾಸ್ಕಿ ಘೆವ್ಕ್ ಹೊತಾ.