1 Peter 2:20 — Compare Translations

7 translations compared side by side

Odia - 1840
"କିନ୍ତୁ ଯଦି ତୁମ୍ଭେ ଭୁଲ କରିଥିବାରୁ ଦଣ୍ଡିତ ହୁଅ, ତା' ହେଲେ ସହେି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ର୍ଧୈୟ୍ଯବାନ ରୁହ, ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷରୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତିଣ? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ଵରଙ୍କ ନିକଟରେ ପ୍ରଶଂସାର ବିଷୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଦୋଷ କରି ଦଣ୍ଡଭୋଗ କଲେ, ଦେଥିରେ ପ୍ରଶଂସାର କି କାରଣ ଅଛି? ନ୍ୟାୟୋଚିତ କାର୍ଯ୍ୟ କଲେ ହିଁ ଯଦି ଶାସ୍ତି ଭୋଗ କର, ତେବେ ଈଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେ ଭୁଲ୍ କରିଥିବାରୁ ଦଣ୍ଡିତ ହୁଅ, ତା’ହେଲେ ସେହି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ଧୈର୍ଯ୍ୟବାନ ରୁହ, ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କ'ଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ୱରଙ୍କ ନିକଟରେ ପ୍ରଶଂସାର ବିଷୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತಿಯಾ ಚುಕ್ ಕರುನ್ ತೆಚಿ ಶಿಕ್ಷಾ ಸೊಸಲ್ಲ್ಯಾರ್ ತುಕಾ ಕಾಯ್ ಗಾವಲ್ಲ್ಯಾಸಾರ್ಕೆ ಹೊಲೆ? ಖರೆ ತುಮಿ ಬರೆ ಕರುನ್ ತುಮ್ಕಾ ಕಸ್ಟ್ ಸೊಸ್ಲ್ಯಾರ್ ತೆಚ್ಯಾ ಸಾಟ್ನಿ ದೆವ್ ಆಶಿರ್ವಾದ್ ದಿತಾ, ತೊ ತರಾಸ್ ತಾಳ್ಮೆನ್ ಸೊಸುನ್ ಘೆಟಲೆ ಹೊಲ್ಯಾರ್ ತೆ ದೆವಾಕ್ ಉಮ್ಮೆದ್ ಅನಿ ಖುಶಿ ಹೊಯ್ ಸಾರ್ಕೆ ಕರ್ತಾ, ದೆವಾ ತುಮ್ಕಾ ಹೆಚ್ಯಾ ಸಾಟ್ನಿ ಆಶಿರ್ವಾದ್ ಕರ್ತಾ.