1 Peter 2:21 — Compare Translations

7 translations compared side by side

Odia - 1840
"ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଏହି ଉଦ୍ଦେଶ୍ୟରେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ଖ୍ରୀଷ୍ଟ ନିଜେ ତୁମ୍ଭମାଙ୍କ ନିମନ୍ତେ କ୍ଳେଶ ଭୋଗ କରି ଆଦର୍ଶ ଦେଖାଇଛନ୍ତି, ଯେପରି ତୁମ୍ଭେମାନେ ତାଙ୍କ ପଦାଙ୍କ ଅନୁସରଣ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏହା କରିବାକୁ ତୁମ୍ଭେ ଆହ୍ୱାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦେଖାଇ ଦେଇଯାଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ୟ କଷ୍ଟ ଭୋଗିଲା ବେଳେ ଧୈର୍ଯ୍ୟଶୀଳ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಸಾಟ್ನಿ ಬಲ್ವುನ್ ಹೊಲಾ ಕ್ರಿಸ್ತಾನ್ ಬಿ ತುಮ್ಚ್ಯಾ ಸಾಟ್ನಿ ಕಸ್ಟ್ ಹೊವ್ನ್ ಹಾಯ್ ತೆಚ್ಯಾ ಸಾಟ್ನಿ ತುಮಿ ತೆಚ್ಯಾ ಸಾರ್ಕೆ ಚಲುಚೆ ಕ್ರಿಸ್ತಾಚ್ಯಾ ಸಾರ್ಕೆಚ್ ಕರುಚೆ.