1 Peter 2:22 — Compare Translations
7 translations compared side by side
Odia - 1840
" ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କୌଣସି ପାପ କରି ନ ଥିଲେ। ତାଙ୍କ ଓଷ୍ଠରୁ ମିଥ୍ୟା କଥା ବାହାରିବା କେହି କେବେ ଶୁଣି ନ ଥିଲେ। ସେ ଅପମାନିତ ହେବା ସମୟରେ ଅପମାନସୂଚକ ପ୍ରତ୍ୟୁତ୍ତର ଦେଇ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁରେ ଉଚ୍ଚାରଣ କରି ନ ଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”
Odia IRV 2017 (ଓଡିଆ ବାଇବେଲ)
ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಕಸ್ಲೆ ಬಿ ಪಾಪ್ ಕರುಕ್ ನಾ, ತೆಚ್ಯಾ ತೊಂಡಾತ್ನಾ ಕಸ್ಲಿ ಬಿ ಝುಟೆ ಬೊಲ್ನೆಬಿ ಯೆವ್ಕ್ ನಾ.