1 Peter 2:23 — Compare Translations
7 translations compared side by side
Odia - 1840
"ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସମାନଙ୍କେୁ ମନ୍ଦ କଥା କହି ନାହାଁନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦଇେ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନବୋ ପାଇଁ ପରମେଶ୍ବରଙ୍କ ଠା ରେ ନିର୍ଭରଶୀଳ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଦୁଃଖ ଭୋଗ କରିବା ସମୟରେ ପ୍ରତିଶୋଧ ନେବାକୁ ଭୟ ଦେଖାଇ ନ ଥିଲେ; କେବଳ ନ୍ୟାୟ ବିଚାରକର୍ତ୍ତା ଈଶ୍ୱରଙ୍କ ଉପରେ ପୂର୍ଣ୍ଣ ଭରସା ରଖିଥଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
Odia IRV 2017 (ଓଡିଆ ବାଇବେଲ)
ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಅವ್ಮಾನ್ ಕರಲ್ಲ್ಯಾ ತನ್ನಾ ತೆನಿ ಫಾಟಿ ಜವಾಬ್ ದಿವ್ನ್ ಅವ್ಮಾನ್ ಕರುಕ್ನಾ, ತೆಕಾ ಕಸ್ಟ್ ದಿಲ್ಲ್ಯಾ ತನ್ನಾ ತೆನಿ ಧಮ್ಕಿ ದಿವ್ಕ್ ನಾ, ಖರೆ ತೆನಿ ಅಪ್ನಾಕುಚ್ ದೆವಾಚ್ಯಾ ಬರೊಸ್ಯಾ ವೈರ್ ಸೊಡುನ್ ದಿಲ್ಯಾನ್ ತೊ ದೆವ್ ನಿಯತ್ತಿಚೊ ಹೊವ್ನ್ ಹಾಯ್.