1 Peter 2:24 — Compare Translations

7 translations compared side by side

Odia - 1840
"ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନେ ଯେପରି ପାପ ପ୍ରତି ମୃତ ହେବୁ ଓ ଧର୍ମ ଜୀବନ ଯାପନ କରିବୁ, ଏଥିପାଇଁ ଖୀଷ୍ଟ କ୍ରୁଶ ଉପରେ ନିଜ ଶରୀରରେ ଆମ ପାପ ବୋଝ ବହନ କଲେ। ତାଙ୍କ ଶରୀରର ସେହି କ୍ଷତ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಮ್ಚಿ ಪಾಪಾ ಅಪ್ನಾಚ್ಯಾ ಆಂಗಾರ್ ಘೆವ್ನ್ ಅಪ್ನಾಕುಚ್ ಕುರ್ಸಾರ್ ಒಪ್ಸುನ್ ದಿಲ್ಯಾನ್, ಅಸೆ ಅಮಿ ಪಾಪಾತ್ನಾ ಸ್ವತಂತ್ರ್ ಹೊವ್ಕ್ ಅನಿ ನಿತಿವಂತ್ ಹೊವ್ನ್ ಜಿವನ್ ಕರುಕ್ ತೆಚ್ಯಾ ಅಂಗಾಕ್ ಹೊಲ್ಲ್ಯಾ ಘಾವಾಚ್ಯಾ ವೈನಾ ತುಮಿ ಗುನ್ ಹೊಲ್ಯಾಸಿ.