1 Peter 2:25 — Compare Translations
7 translations compared side by side
Odia - 1840
"ମେଣ୍ଢା ଭଳି ତୁମ୍ଭମାନେେ ଭୁଲ ରାସ୍ତା ରେ ଚାଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମଷେପାଳକ ଓ ରକ୍ଷକଙ୍କ ପାଖକୁ ଫରେି ଆସିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମେଷମାନଙ୍କ ତୁଲ୍ୟ ତୁମ୍ଭେମାନେ ବିପଥଗାମୀ ହୋଇଥଲ। ବର୍ତ୍ତମାନ ତୁମ୍ଭମାନଙ୍କର ମେଷପାଳକ ଓ ଆତ୍ମଶର ରକ୍ଷକଙ୍କୁ ଅନୁସରଣ କରିବା ନିମନ୍ତେ ବାହୁଡ଼ି ଆସିଛ।
Odia Bible ERV 2004 (ପବିତ୍ର ବାଇବଲ)
ମେଣ୍ଢା ଭଳି ତୁମ୍ଭେମାନେ ଭୁଲ୍ ରାସ୍ତାରେ ଗ୍ଭଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମେଷପାଳକ ଓ ରକ୍ଷକଙ୍କ ପାଖକୁ ଫେରି ଆସିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತುಮಿ ವಾಟ್ ಚುಕುನ್ ಗೆಲ್ಲ್ಯಾ ಬಕ್ರ್ಯಾಂಚ್ಯಾ ಸಾರ್ಕೆ ಹೊತ್ಯಾಶಿ ಖರೆ ಅತ್ತಾ ತುಮ್ಕಾ ತುಮ್ಚ್ಯಾ ಮುಖಂಡಾಕ್ಡೆ ಅನಿ ತುಮ್ಚೆ ಆತ್ಮೆ ರಾಕ್ತಲ್ಯಾಕ್ಡೆ ಹಾನುನ್ ಹೊಲಾ.