1 Peter 2:3 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କର ଉତ୍ତମତାର ସ୍ବାଦ ତୁମ୍ଭେ ଚାଖି ସାରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନବଜାତ ଶିଶୁ ତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ଦ୍ଵାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଲେଖାଅଛି: “ଈଶ୍ୱର ଯେ କିପରି କୃପାବାନ, ତାହା ତୁମେ ନିଜ ଅନୁଭୂତିରୁ ଜାଣିଛ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କର ଉତ୍ତମତାର ସ୍ୱାଦ ତୁମ୍ଭେ ଗ୍ଭଖି ସାରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।
Odia IRV 2017 (ଓଡିଆ ବାଇବେଲ)
ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಧನಿ ಕವ್ಡೊ ದಯೆನ್ ಭರಲೊ ಮನುನ್ ತುಮಿ ಅನ್ಬೊಗ್ ಕರ್ಲ್ಯಾಸಿ ಅನಿ ಕಳ್ವುನ್ ಘೆಟ್ಲ್ಯಾಸಿ.