1 Peter 2:4 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜୀବନ୍ତ ପ୍ରସ୍ତର ସ୍ଵରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ଵାରା ଅଗ୍ରାହ୍ୟହେଲେ ସତ, କିନ୍ତୁ ଈଶ୍ଵରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟମାନେ ଯେଉଁ ଜୀବନ୍ତ ପ୍ରସ୍ତର ସ୍ୱରୁପ ପ୍ରଭୁଙ୍କୁ ମୂଲ୍ୟହୀନ ଭାବି ପ୍ରତ୍ୟାଖ୍ୟାନ କଲେ, ତାଙ୍କ ନିକଟକୁ ଆସ, କାରଣ ସେ ଈଶ୍ୱରଙ୍କ ଦ୍ୱାରା ବହୁମୂଲ୍ୟ ବିହବେଚିତ ହୋଇ ମନୋନୀତ ହୋଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ “ପଥର”। ଜଗତର ଲୋକମାନେ ସେହି ପଥରଟି ଅଗ୍ରାହ୍ୟ କଲେ। କିନ୍ତୁ ପରମେଶ୍ୱର ସେହି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ୱରଙ୍କ ପାଇଁ ତାହାଙ୍କ ମୂଲ୍ୟ ଅଧିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
Odia IRV 2017 (ଓଡିଆ ବାଇବେଲ)
ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ୱରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಝಿತ್ತೊ ಗುಂಡೊ ಹೊವ್ನ್ ಹೊತ್ತ್ಯಾ ಧನಿಯಾಕ್ಡೆ ಯೆವಾ ಲೊಕಾನಿ ನಕ್ಕೊ ಮನುನ್ ಟಾಕಲ್ಲೊ ಗುಂಡೊ ದೆವಾನ್ ತೆಕಾ ಎಚುನ್ ಘೆಟ್ಲಾ.