1 Peter 2:5 — Compare Translations

7 translations compared side by side

Odia - 1840
"ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ଵରୂପ ହୋଇ ଗୋଟିଏ ପାରମାର୍ଥିକ ଗୃହରୂପରେ ନିର୍ମିତ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ತುಮಿಬಿ ಝಿತ್ತೆ ಗುಂಡೆ ಹೊವ್ನ್ ಪವಿತ್ರ್ ಯಾಜಕಾಂಚ್ಯಾ ಸಾರ್ಕೆ ಸೆವಾ ಕರುನ್ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಆತ್ಮಿಕ್ ಅನಿ ದೆವಾಕ್ ಸ್ವಿಕಾರ್ ಹೊತಲಿ ಬಲಿ ಭೆಟ್ವುತ್ಯಾಶಿ.