1 Peter 2:6 — Compare Translations

7 translations compared side by side

Odia - 1840
"ଶାସ୍ତ୍ର କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସୀୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ଵାସ କରିବ, ସେ ଲଜ୍ଜିତ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଏହିପରି ଲେଖାଅଛି: “ଆମ୍ଭେ ଏକ ବହୁମୂଲ୍ୟ ପ୍ରସ୍ତର ମୋନାୀତ କଲୁ; ତାହା ଆମ୍ଭେ ସିୟୋନର କୋଣ ପ୍ରସ୍ତର ରୂପେ ସ୍ଥାପନ କରୁଛୁ। ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ କେବେ ନିରାଶ ହେବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ: “ଦେଖ, ସିୟୋନଠାରେ, ଗୋଟିଏ ମୂଲ୍ୟବାନ କୋଣ-ପଥର ବାଛି ମୁଁ ରଖିଛି; ଯେଉଁ ଲୋକ ଏହାକୁ ବିଶ୍ୱାସ କରିବ ସେ କେବେ ହେଲେ ଲଜ୍ଜିତ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಪವಿತ್ರ್ ಪುಸ್ತಕ್ ಮನ್ತಾ; ಆಯ್ಕ್ ಚಿಯೊನಾತ್ ಮಿಯಾ ಎಚುನ್ ಕಾಡಲ್ಲೊ ಎಕ್ ಗುಂಡೊ ಥವ್ತಾ ತೊ ಲೈ ಮಹತ್ವಾಚೊ ಅನಿ ಕಿಮ್ತಿಚೊ ಗುಂಡೊ, ಅನಿ ತೆಚೆ ವರ್ತಿ ಜೆ ಕೊನ್ ವಿಶ್ವಾಸ್ ಥವ್ತಾ ತೊ ಕನ್ನಾಬಿ ನಿರಾಶ್ ಹೊಯ್ನಾ.