1 Peter 2:7 — Compare Translations
7 translations compared side by side
Odia - 1840
"ତୁମ୍ଭ୍ ଭଳି ବିଶ୍ବାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ଯବାନ। କିନ୍ତୁ ଯୀଶୁ ଅବିଶ୍ବାସୀମାନଙ୍କ ଲାଗି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ଵାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ବିଶ୍ୱାସୀ ହୋଇଥିବାରୁ ତୁମ ପାଇଁ ଏହି ପ୍ରସ୍ତର ଅତି ମୂଲ୍ୟବାନ। କି୍ତୁ ଅବିଶ୍ୱାସୀମାନଙ୍କ ନିମନ୍ତେ: “ଯେଉଁ ପ୍ରସ୍ତରକୁ ନିର୍ମାଣକାରୀମାନେ ଅଗ୍ରାହ୍ୟ କଲେ, ତାହା ସବୁଠାରୁ ପ୍ରଧାନ ପ୍ରସ୍ତର ହେଲା।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଭଳି ବିଶ୍ୱାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ୟବାନ। କିନ୍ତୁ ଯୀଶୁ ଅବିଶ୍ୱାସୀମାନଙ୍କ ଲାଗି: “ଗୃହ ନିର୍ମାଣକାରୀମାନେ ଯେଉଁ ପଥରଟିକୁ ଅଗ୍ରାହ୍ୟ କଲେ ସେହି ପଥରଟି ଅତି ବହୁମୂଲ୍ୟ ପଥର ହୋଇଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”
Odia IRV 2017 (ଓଡିଆ ବାଇବେଲ)
ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ವಿಶ್ವಾಸ್ ಥವ್ತಲ್ಲ್ಯಾ ತುಮ್ಕಾ ತೊ ಎಕ್ ಕಿಮ್ತಿಚೊ ಗುಂಡೊ ಹೊವ್ನ್ ಹಾಯ್, ಖರೆ ವಿಶ್ವಾಸ್ ಕರಿನಸಲ್ಲ್ಯಾಂಚ್ಯಾ ಸಾಟ್ನಿ “ಬಾಂದ್ಪ್ಯಾನಿ ನಕ್ಕೊ ಮನುನ್ ಟಾಕಲ್ಲೊ ಗುಂಡೊ ಮುಲ್ಲ್ಯಾತ್ಲೊ ಲೈ ಗರ್ಜೆಚೊ ಗುಂಡೊ ಹೊಲೊ”.