1 Peter 3:1 — Compare Translations

7 translations compared side by side

Odia - 1840
"ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୁଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ସ୍ତ୍ରୀମାନେ! ତୁମ୍ଭେମାନେ ସ୍ୱାମୀମାନଙ୍କର ବଶୀଭୂତା ହୁଅ। ତାହାହେଲେ, ଯଦି କୌଣସି ସ୍ୱାମୀ ଈଶ୍ୱରଙ୍କ ବାକ୍ୟରେ ବିଶ୍ୱାସ କରୁ ନ ଥାଏ, ତେବେ ତୁମ୍ର ସଦାଚରଣ ଦ୍ୱାରା ସେହି ବାକ୍ୟ ପ୍ରତି ତାହାର ବିଶ୍ୱାସ ଜନ୍ମିବ। ତୁମେ ପଦେ ହେଲେ କିଛି କହିବା ଆବଶ୍ୟକ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପତି ପତ୍ନୀ ଠିକ୍ ସେହିଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା’ହେଲେ, ଯଦି ପତିମାନଙ୍କ ମଧ୍ୟରୁ କେତେଜଣ ପରମେଶ୍ୱରଙ୍କ ଶିକ୍ଷା ମାନୁ ନାହାନ୍ତି, ସେମାନଙ୍କୁ ବିଶ୍ୱାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହେବ ନାହିଁ। ସେମାନେ ସେମାନଙ୍କର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,
Odia IRV 2017 (ଓଡିଆ ବାଇବେଲ)
ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಬಾಯ್ಕಾಮನ್ಸಾನು, ಅಸೆಚ್ ತುಮ್ಚ್ಯಾ ಘವಾಕ್ನಿ ತುಮಿ ಖಾಯ್ಲ್ ಹೊವ್ನ್ ಚಲಾ, ಅಸೆ ತೆನಿ ದೆವಾಚ್ಯಾ ಗೊಸ್ಟಿ ವರ್ತಿ ವಿಶ್ವಾಸ್ ಥವ್ ನಸಲೆ ರ್‍ಹಾಲ್ಯಾರ್‍ಬಿ ತುಮಿ ಕರಲ್ಲ್ಯಾ ಕಾಮಾಂಚ್ಯಾ ವೈನಾ ತೆಂಚಿ ಮನಾ ವಿಶ್ವಾಸ್ ಜಿಕುನ್ ಘೆತ್ಯಾಶಿ ಎಕ್ ಗೊಸ್ಟ್ ಬಿ ತುಮಿ ಬೊಲುಚೆ ಮನುನ್ ನಾ.