1 Peter 3:10 — Compare Translations
7 translations compared side by side
Odia - 1840
"ଶାସ୍ତ୍ର କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ଵାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ନିବୃତ୍ତ କରୁନ୍ତ
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଲେଖାଅଛି, “ଯେ ଜୀବନରେ ଦୁଖଭୋଗ କରିବାକୁ ଓ ସୁଖର ଦିନ ଦେଖିବାକୁ ଇଚ୍ଛା କରେ, ସେ କୁକଥା ନ କହୁ ଓ ମିଥ୍ୟା କଥାରୁ ନିବୃତ୍ତ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ: “ଯେଉଁ ଲୋକ ଜୀବନକୁ ଭଲ ପାଇବାକୁ ଗ୍ଭହେଁ ଓ ଭଲ ଦିନଗୁଡ଼ିକୁ ଉପଭୋଗ କରିବାକୁ ଗ୍ଭହେଁ ସେ ମନ୍ଦକଥା କହିବା ଓ ମିଛ କଥା କହିବା ବନ୍ଦ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಅಸೆ ಸಾಂಗ್ತಾ; ಹ್ಯಾ ಜಿವನಾತ್ ಉಮ್ಮೆದಿನ್ ರ್ಹಾವ್ನ್ ಬರಿ ದಿಸಾ ಬಗುಚೆ ಮನುನ್ ಆಶಾ ಕರ್ತಲೊ ಬುರ್ಶಿ ಗೊಸ್ಟಿಯಾ ಬೊಲಿನಸ್ತಾನಾ ಅನಿ ಝುಟಿ ಬೊಲ್ನಿಯಾ ಬೊಲಿನಸ್ತಾನಾ ರ್ಹಾಂವ್ದಿತ್.