1 Peter 3:11 — Compare Translations

7 translations compared side by side

Odia - 1840
"ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁନ୍ତ ସେ ଶାନ୍ତି ଅନ୍ଵେଷଣ କରି ସେଥିର ଅନୁଗାମୀ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଦୁଷ୍ଟତାରୁ ବିମୁଖ ହୋଇ ସତ୍କର୍ମ କରୁ ଓ ଆନ୍ତରିକତା ସହ ଶାନ୍ତି କାମନା କାୁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମନ୍ଦ କାର୍ଯ୍ୟ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ୟ ରଖି ଚେଷ୍ଟା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
Odia IRV 2017 (ଓଡିଆ ବାଇବେଲ)
ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ವಾಯ್ಟತ್ನಾ ದುರ್ ರ್‍ಹಾಂವ್ದಿತ್ ಅನಿ ಬರೆ ಕರುಂದಿತ್, ತೆನಿ ಸಮಾಧಾನ್ ಹುಡ್ಕುಂದಿತ್ ಅನಿ ತೆ ಜೊಡುನ್ ಘೆವ್ಕ್ ಬಗುಂದಿತ್.