1 Peter 3:12 — Compare Translations
7 translations compared side by side
Odia - 1840
"ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସମାନଙ୍କେର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି। ଗୀତସଂହିତା 34:12-16"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଧାର୍ମିକମାନଙ୍କ ପ୍ରତି ମନୋଯୋଗ କରନ୍ତି ଏବଂ ସେମାନଙ୍କ ପ୍ରାର୍ଥନା ଶୁଣନ୍ତି; କିନ୍ତୁ ସେ ଦୁରାଚାରୀମାନଙ୍କୁ ପ୍ରତିରୋଧ କରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସେମାନଙ୍କର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಸರ್ವೆಸ್ವರಾಚೆ ನದರ್ ನಿತಿನ್ ಚಲ್ತಲ್ಯಾಂಚ್ಯಾ ವರ್ತಿ ಹಾಯ್ ಅನಿ ತೆಚಿ ಕಾನಾ ತೆಂಚ್ಯಾ ಮಾಗ್ನಿಚ್ಯಾ ವರ್ತಿ ಹಾಯ್, ತೆಚ್ಯಾ ಸಾಟ್ನಿ ಕಾನಾಬಿ ಉಗ್ಡಿಚ್ ಹಾತ್, ಖರೆ ಸರ್ವೆಸ್ವರ್ ವಾಯ್ಟ್ ಕರ್ತಲ್ಯಾಂಚ್ಯಾ ವಿರೊದ್ ಹಾಯ್.