1 Peter 3:14 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସମାନଙ୍କେୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।339"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ । ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍କର୍ମ କରିବା ହେତୁ ତୁମ୍ଭେମାନେ କ୍ଳେଶଭୋଗ କଲେ ସୁଦ୍ଧା ତୁମ୍ଭେମାନେ ପ୍ରକୃତରେ ସୁଖୀ। କାହାକୁ ଭୟ କର ନାହିଁ; ଅଯଥା ଚିନ୍ତିତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା’ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। “ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସେମାନଙ୍କୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಬರೆ ಕರ್ತನಾ ಬಿ ತುಮ್ಕಾ ತರಾಸ್ ಸೊಸುಕ್ ಗಾವ್ತಾ ಹೊಲ್ಯಾರ್ ತುಮ್ಚೆ ನಸಿಬ್ ಕೌಡೆ ಖರೆ! ಕೊನ್ ಬಿ ತುಮ್ಕಾ ತರಾಸ್ ಸೊಸುಕ್ ಗಾವ್ತಾ ಹೊಲ್ಯಾರ್ ತುಮಿ ನಿತಿವಂತ್! ತೆಕಾ ತುಮಿ ಭಿಂವ್ತಲೆ ನಕ್ಕೊ ಅನಿ ಚಿಂತುನಕಾಸಿ.