1 Peter 3:15 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର । ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ଵନ୍ଧରେ ଯେକେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆନ୍ତରିକ ଭାବରେ ଖ୍ରୀଷ୍ଟଙ୍କୁ ଭକ୍ତି କରି, ତାଙ୍କୁ ପ୍ରଭୁ ବୋଲି ମାନ୍ୟ କର। ଯଦି କେହି ତୁମ ଅନ୍ତର୍ନିହିତ ଭରସାର କାରଣ କଅଣ ବୋଲି ଜିଜ୍ଞାସା କରେ, ତା’ ପ୍ରଶ୍ନର ଯଥୋଚିତ ଉତ୍ତର ଦେବାକୁ ସବର୍ଦା ପ୍ରସ୍ଥୁତ ଥାଅ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟରେ କେହି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮ್ಚ್ಯಾ ಬರೊಸ್ಯಾಕ್ ಆಧಾರ್ ಕಾಯ್ ಮನುನ್ ಇಚಾರ್ತಲ್ಯಾಕ್ನಿ ಜಬಾಬ್ ದಿವ್ಕ್ ತಯಾರ್ ರ್‍ಹಾವಾ, ಖರೆ ತುಮ್ಚ್ಯಾ ಮನಾತ್ನಿ ಕ್ರಿಸ್ತಾಚಿ ಭಕ್ತಿ ರ್‍ಹಾಂವ್ದಿತ್ ಅನಿ ಧನಿ ಮನುನ್ ತೆಕಾ ಮಾನ್ ದಿವಾ.