1 Peter 3:16 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବିନୀତ ଓ ଭଦ୍ର ଭାବରେ ଉତ୍ତର ଦିଅ। ତୁମ୍ଭମାନଙ୍କ ବିବେକକୁ ନିର୍ମଳ ରଖ। ତା’ ହେଲେ, ତୁମେ ଖ୍ରୀଷ୍ଟଙ୍କ ଅନୁଗାମୀରୂପେ ସଦାଚରଣ କରୁଥିବା ବେଳେ, ଯେଉଁମାନେ ତୁମର ମିଥ୍ୟା ଅପବାଦ କରନ୍ତି, ସେମାନେ ଲଜ୍ଜିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹೆ ಕಾಮ್ ತುಮಿ ಬರ್‍ಯಾ ಪಾನಾನ್ ಅನಿ ಗೌರವಾನ್ ಕರಾ ತುಮ್ಚೊ ಮನ್ ಪವಿತ್ರ್ ರಾಂವ್ದಿತ್, ಅಸೆ ತನ್ನಾ ತುಮ್ಚ್ಯಾ ವಿಶಯಾತ್ ಬುರ್ಶಿ ಗೊಸ್ಟಿಯಾ ಬೊಲ್ತಲೆ ತುಮಿ ಕ್ರಿಸ್ತಾತ್ ಬರೆ ಹೊವ್ನ್ ಜಿವನ್ ಕರ್ತಲೆ ಬಗುನ್ ಅಪ್ನಿ ಸಾಂಗಲ್ಲ್ಯಾ ಬುರ್ಶ್ಯಾ ಸಂಗ್ತಿಯಾಕ್ನಿ ತೆನಿಚ್ ಮರ್ಯಾದ್ ಕರುನ್ ಘೆಂವ್ದಿತ್.