1 Peter 3:18 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଆମ୍ଭମାନଙ୍କୁ ଈଶ୍ଵରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ । ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ⇧;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସେହି ମୂଲ୍ୟ ତୁମ୍ଭର ପାପ ପାଇଁ ମୂଲ୍ୟ ଦେଲା। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ୟୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମାରେ ସେ ପୁନର୍ଜୀବିତ ହେଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕ್ರಿಸ್ತ್ ಪಾಪಾಂಚ್ಯಾ ಸಾಟ್ನಿ ಅನಿ ಸಗ್ಳ್ಯಾಂಚ್ಯಾ ಸಾಟ್ನಿ ಮರ್ಲೊ, ತುಮ್ಕಾ ದೆವಾಕ್ಡೆ ಘೆವ್ನ್ ಜಾವ್ಕ್ ಸಾಟ್ನಿ ವಿಶ್ವಾಸ್ ನತ್ತ್ಯಾ ಲೊಕಾಚ್ಯಾ ಜಾಗ್ಯಾರ್ ಎಕ್ ಬರೊ ಮಾನುಸ್ ಮರ್ಲೊ ತೆಕಾ ಅಂಗಾಚ್ಯಾ ಮಾಸಾಚ್ಯಾ ರುಪಾರ್ ಜಿವಾನಿ ಮಾರುನ್ ಹೊಲ್ಲೆ, ಖರೆ ಆತ್ಮಿಕ್ ರಿತಿನ್ ಝಿತ್ತೊ ಕರುನ್ ಉಟ್ವುನ್ ಹೊಲೆ.