1 Peter 3:19 — Compare Translations
7 translations compared side by side
Odia - 1840
"ଏବଂ ଆତ୍ମା ରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ସେହି ଆତ୍ମିକ ସ୍ଥିତିରେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆତ୍ମାରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಆತ್ಮ್ಯಾಚ್ಯಾ ರುಪಾತ್ ತೊ ಗೆಲೊ ಅನಿ ಬಂದಿಖಾನ್ಯಾತ್ ಹೊತ್ತ್ಯಾ ಆತ್ಮ್ಯಾಕ್ನಿ ತೆನಿ ಬರಿ ಖಬರ್ ಸಾಂಗ್ಲ್ಯಾನ್.