1 Peter 3:2 — Compare Translations

7 translations compared side by side

Odia - 1840
"ତୁମ୍ଭ ପତି ଦେଖିବେ ଯେ ତୁମ୍ଭେ ପବିତ୍ର ଜୀବନ ଯାପନ କରୁଛ, ପରମେଶ୍ବରଙ୍କୁ ସମ୍ମାନ ଦେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ଵାରା ପରିବର୍ତ୍ତିତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତୁମର ପବିତ୍ର ଆଚରଣ ଓ ଭକ୍ତି ଭାବ ସେମାନେ ଲକ୍ଷ୍ୟ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପତି ଦେଖିବେ ଯେ ତୁମ୍ଭେ ପବିତ୍ର ଜୀବନଯାପନ କରୁଛ, ପରମେଶ୍ୱରଙ୍କୁ ସମ୍ମାନ ଦେଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ತುಮ್ಚಿ ಭಕ್ತಿ ಅನಿ ತುಮ್ಚಿ ಚಲ್ನುಕ್ ಕವ್ಡಿ ಪವಿತ್ರ್ ಮನುನ್ ಬಗ್ತ್ಯಾತ್.