1 Peter 3:20 — Compare Translations

7 translations compared side by side

Odia - 1840
"ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ଵର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ । ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ନୋହ ଜାହାଜ ନିର୍ମାଣ କରିବା ସମୟରେ ଈଶ୍ୱର ଧୈର୍ଯ୍ୟର ସହିତ ଅପେକ୍ଷା କରୁଥିଲେ। ସେତେବେଳେ ଦେଉଁ ଲୋକମାନେ ଈଶ୍ୱରଙ୍କର ଅବୋଧ୍ୟ ହେଲେ, ଉପରୋକ୍ତ ଆତ୍ମାଗଣ ସେହିମାନଙ୍କର। ଯେଉଁ ଅଳ୍ପ କେତେ ଜଣ ସର୍ବମୋଟ ଆଠ ଜଣ ମାତ୍ର- ଜଳପ୍ଳାବନରୁ ରକ୍ଷା ପାଇଲେ,
Odia Bible ERV 2004 (ପବିତ୍ର ବାଇବଲ)
ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
Odia IRV 2017 (ଓଡିଆ ବାଇବେଲ)
ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ୱର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊ ಆತ್ಮೊ ಖಲೊ ಮಟ್ಲ್ಯಾರ್, ನೊಯೆ ಢೊನ್ ಬಾಂದ್ತಾನಾ ಶಾಂತ್ಪಾನಾನ್ ರಾಕುನ್ಗೆತ್ ಹೊತ್ತ್ಯಾ ದೆವಾನ್ ತನ್ನಾ ಆಟ್ ಲೊಕಾ ತವ್ಡಿಚ್ ಪಾನಿಯಾಕ್ನಾ ಹುರ್‍ಲಿ.