1 Peter 3:21 — Compare Translations

7 translations compared side by side

Odia - 1840
"ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ଵରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
Odia IRV 2017 (ଓଡିଆ ବାଇବେଲ)
ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಚ್ಯಾ ವಾಂಗ್ಡಾ ಎಕ್ ಬರ್‍ಯಾ ಮನಾನ್ ಗೊಸ್ಟ್ ದಿತಲೆ ಹೊವ್ನ್ ಹಾಯ್, ಹೆ ಬಾಲ್ತಿಮ್ ತುಮ್ಕಾ ಜೆಜು ಕ್ರಿಸ್ತಾಚ್ಯಾ ಝಿತ್ತೊ ಹೊವ್ನ್ ಉಟಲ್ಲ್ಯಾಚ್ಯಾ ವೈನಾ ಹುರ್‍ವುತಾ.