1 Peter 3:22 — Compare Translations

7 translations compared side by side

Odia - 1840
"ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୀଶୁ ଖ୍ରୀଷ୍ଟ ସ୍ଵର୍ଗାରୋହଣ କରି ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ୍ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଖ୍ରୀଷ୍ଟ ବର୍ତ୍ତମାନ ସ୍ୱର୍ଗଦୂତ ଓ ସମସ୍ତ ସ୍ୱର୍ଗୀୟ ଅଧିପତି ଓ ଶକ୍ତିପୁଞ୍ଜ ଉପରେ ରାଜତ୍ୱ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಜೆಜು ಸರ್‍ಗಾಕ್ ಗೆಲಾ, ತೊ ದೆವಾಚ್ಯಾ ಉಜ್ವ್ಯಾ ಭಾಜುಕ್ ಬಸ್ಲಾ, ಅನಿ ತೊ ದೆವ್‍ದುತಾ, ಅಧಿಕಾರಿಯಾ ಅನಿ ಅಜಾಪಾಂಚ್ಯಾ ವರ್ತಿ ರಾಜ್ವಟ್ಕಿ ಕರುಲ್ಲಾ.