1 Peter 3:4 — Compare Translations
7 translations compared side by side
Odia - 1840
"ତୁମ୍ଭର ସୌନ୍ଦର୍ୟ୍ଯ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦବୋ ଉଚିତ। ଏହି ସୌନ୍ଦର୍ୟ୍ଯ କବେେ ହେଲେ ସମାପ୍ତ ହବେ ନାହିଁ। ପରମେଶ୍ବର ଏହାକୁ ସବୁଠାରୁ ମୂଲ୍ଯବାନ୍ ମନେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ଵଭାବ ଈଶ୍ଵରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରକୃତ ସୌଦର୍ଯ୍ୟ ହେଉଛି, ତୁମ ଅନ୍ତରର ମୃଦୁ ନମ୍ରଭାବ। ତୁମ୍ଭମାନଙ୍କର ସେହି ଅକ୍ଷୟ ଭୂଷଣ ଈଶ୍ୱରଙ୍କ ଦୃଷ୍ଟିରେ ସବୁଠାରୁ ମୂଲ୍ୟବାନ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସୌନ୍ଦର୍ଯ୍ୟ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦେବା ଉଚିତ୍। ଏହି ସୌନ୍ଦର୍ଯ୍ୟ କେବେ ହେଲେ ସମାପ୍ତ ହେବ ନାହିଁ। ପରମେଶ୍ୱର ଏହାକୁ ସବୁଠାରୁ ମୂଲ୍ୟବାନ୍ ମନେ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।
Odia IRV 2017 (ଓଡିଆ ବାଇବେଲ)
ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ୱରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಬದ್ಲಾಕ್ ಭುತ್ತುರ್ಲೊ ಮನ್ ಎಕ್ ಬೊಳ್ಯಾ ಪಾನಾನ್ ಅನಿ ಶಾಂತ್ಪಾನಾಚ್ಯಾ ಆತ್ಮ್ಯಾನ್ ಭರುನ್ ನಾಸ್ ಹೊಯ್ ನಸಲ್ಲ್ಯಾ ಶಿಂಗಾರ್ ಭರಲ್ಲೆ ರ್ಹಾಂವ್ದಿ, ತೆ ದೆವಾಚ್ಯಾ ನದ್ರೆಕ್ ಲೈ ಕಿಮ್ತಿಚೆ ಹೊವ್ನ್ ಹಾಯ್.