1 Peter 3:5 — Compare Translations
7 translations compared side by side
Odia - 1840
"ବହୁ ପୂର୍ବରୁ ପରମେଶ୍ବରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସମାନେେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସମାନେେ ନିଜ ପତିମାନଙ୍କ ଅଧୀନ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପୂର୍ବକାଳରେ ସାଧ୍ଵୀ ସ୍ତ୍ରୀମାନେ ମଧ୍ୟ ଈଶ୍ଵରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତୀତରେ ଯେଉଁ ସାଧ୍ୱୀ ସ୍ତ୍ରୀମାନେ ଈଶ୍ୱରଙ୍କଠାରେ ଭରସା ରଖିଥିଲେ, ସେମାନେ ସ୍ୱାମୀର ବଶୀଭୂତା ହେବା ଦ୍ୱାରା ନିଜକୁ ବିଭଷିତା କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ପୂର୍ବରୁ ପରମେଶ୍ୱରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସେମାନେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସେମାନେ ନିଜ ପତିମାନଙ୍କ ଅଧୀନରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ୱରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಫಾಟ್ಲ್ಯಾ ಯೆಳಾರ್ ಪವಿತ್ರ್ ಜಿವನ್ ಕರಲ್ಲ್ಯಾ ಭಕ್ತಿನ್ ಚಲ್ತಲ್ಯಾ ಬಾಯ್ಕಾ ಮಾನ್ಸಾನಿ ದೆವಾಚೆರ್ ಬರೊಸೊ ಥವ್ನ್ ಮಾನುನ್ ಘೆವ್ನ್ ಚಲುನ್ ಅಸೆಚ್ ಅಪ್ನಾಕ್ನಿ ಬಿ ಶಿಂಗಾರ್ ಕರುನ್ ಘೆವ್ನ್ ಅಪ್ಲ್ಯಾ ಘವಾಕ್ನಿ ಖಾಲ್ತಿ ಹೊವ್ನ್ ಚಲ್ಲ್ಯಾನಿ.