1 Peter 3:6 — Compare Translations
7 translations compared side by side
Odia - 1840
"ମୁଁ 'ସାରା' ଭଳି ସ୍ତ୍ରୀ ଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା ହେଲେ ସାରାର ପ୍ରକୃତ ସନ୍ତାନ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ଭୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସାରା ସେହିପରି ଜଣେ ସ୍ତ୍ରୀ ଥିଲେ। ସେ ଅବ୍ରାହାମଙ୍କ ଆଜ୍ଞାଧୀନା ହୋଇ ତାଙ୍କୁ ପ୍ରଭୁ ବୋଲି ସମ୍ବୋଧନ କରୁଥିଲେ। ତୁମ୍ଭେମାନେ ବର୍ତ୍ତମାନ ତାଙ୍କର କନ୍ୟା। ଯଦି ସଦାଚରଣ କର, ତା’ହେଲେ, କୌଣସି ବିଷୟ ତୁମ୍ଭମାନଙ୍କୁ ଆଉ ଭୟଭୀତ କରିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ‘ସାରା’ ଭଳି ସ୍ତ୍ରୀଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା’ହେଲେ ସାରାର ପ୍ରକୃତ ସନ୍ତାନ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಸೆ ಸಾರಾನ್ ಅಬ್ರಾಹಾಮಾಕ್ ಖಾಲ್ತಿ ಹೊವ್ನ್ ಚಲ್ಲಿನ್ ಅನಿ ತೆಕಾ ಅಪ್ಲೊ ಯಜಮಾನ್ ಮನುನ್ ಬಲ್ವುಲಿನ್, ತಸೆಚ್ ತುಮಿ ಬರೆ ಅನಿ ಭಿಂಯೆ ನಸ್ತಾನಾ ಚಲ್ಲ್ಯಾಸಿ ಹೊಲ್ಯಾರ್ ತುಮಿ ಸಾರಾಚಿ ಲೆಕಿಯಾ ಹೊತ್ಯಾಶಿ.