1 Peter 3:7 — Compare Translations
7 translations compared side by side
Odia - 1840
"ଠିକ୍ ସହେିଭଳି ତୁମ୍ଭେ ପତିମାନେ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ, ହେ ସ୍ଵାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି ଜ୍ଞାନରେ ସେମାନଙ୍କର ସହିତ ବାସ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ସ୍ୱାମୀମାନେ, ସେହିପରି ତୁମ ସ୍ତ୍ରୀମାନଙ୍କୁ ଅବଳା ବୋଲି ଜାଣି ସେମାନଙ୍କ ପ୍ରତି ସହନଶୀଳ ହୋଇ ବାସ କର। ସେମାନଙ୍କୁ ସମ୍ମାନ ଦିଅ। ସେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ଈଶ୍ୱରଙ୍କଠାରେ ଜୀବନରୂପ ଦାନ ପାଇବେ। ତୁମ୍ଭେମାନେ ସେମାନଙ୍କ ପ୍ରତି ଯଥୋଜିତ ବ୍ୟବହାର କଲେ, ତୁମ୍ଭମାନଙ୍କର ପ୍ରାର୍ଥନା ବାଧାପ୍ରାପ୍ତ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିଭଳି ତୁମ୍ଭେ ପତିମାନେ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣାରେ ଜୀବନଯାପନ କର। ତୁମ୍ଭେମାନେ ନିଜ ପତ୍ନୀକୁ ସମ୍ମାନ ଦେଖାଇବା ଉଚିତ୍। ସେମାନେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ୱର, ତୁମ୍ଭ ଭଳି ସେମାନଙ୍କୁ ମଧ୍ୟ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନାରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥି ନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳାପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಘವಾನಿ ತುಮ್ಚ್ಯಾ ಬಾಯ್ಕಾಕ್ನಿ ತುಮಿ ಬರೆ ಕರುನ್ ಸಮ್ಜುನ್ ಘೆವ್ನ್ ತಾಂಚ್ಯಾಕ್ನಾ ಜಿವನ್ ಕರುಚೆ, ಅನಿ ತುಮಿ ತೆಂಕಾ ಮಾನ್ ದಿವ್ಚೆ ತೆನಿ ತುಮ್ಚ್ಯಾ ಕಿಂತಾ ಬಿ ಬಳಾನ್ ಕಮಿಚೆ ಹಾತ್, ಖರೆ ತೆನಿಬಿ ತುಮ್ಚ್ಯಾ ವಾಂಗ್ಡಾ ದೆವಾಚ್ಯಾ ಕುರ್ಪೆನ್ ಭರಲ್ಲ್ಯಾ ಭೊಮಾನಾಚೆ ವಾರಿಸ್ದಾರಿ ಹೊವ್ನ್ ಹಾತ್, ಅಸೆ ತುಮಿ ಚಲ್ಲ್ಯಾರ್ ತುಮ್ಚ್ಯಾ ಮಾಗ್ನಿಯಾಕ್ನಿ ಕಾಯ್ಬಿ ಅಡ್ಕಳ್ ಯೆಯ್ನಾ.