1 Peter 3:8 — Compare Translations

7 translations compared side by side

Odia - 1840
"ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ, ତୁମ୍ଭେମାନେ ସମସ୍ତେ ସମଭାବାପନ୍ନ ହୁଅ। ପରସ୍ପରକୁ ଭ୍ରାତୃତୁଲ୍ୟ ପ୍ରେମ କରି ପରସ୍ପର ପ୍ରତି ଦୟାଳୁ ଓ ବିନୟୀ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ସ‌‌‌‌‌ତ୍‌‌‌‌‌କର୍ମ ପାଇଁ ଦୁଃଖ ଭୋଗ ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
Odia IRV 2017 (ଓଡିଆ ବାଇବେଲ)
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಮಿಯಾ ತುಮ್ಕಾ ಸಾಂಗ್ತಾ ತುಮಿ ಸಗ್ಳೆ ಜನಾ ಎಕ್ ಮಾನಾಚೆ ಅನಿ ದಯಾಳ್ ಹೊವ್ಚೆ, ಎಕಾಮೆಕಾಕ್ ಪ್ರೆಮಾನ್ ರ್‍ಹಾವ್ಚೆ, ಅನಿ ಕರಾನ್ ದಾಕ್ವುತಲೆ ಅನಿ ಎಕಾಮೆಕಾಕ್ ಖಾಯ್ಲ್ ಹೊವ್ನ್ ಚಲ್ತಲೆ ಹೊವ್ನ್ ರ್‍ಹಾವ್ಚೆ.