1 Peter 3:9 — Compare Translations
7 translations compared side by side
Odia - 1840
"ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନିଷ୍ଠ ବଦଳେ ଅନିଷ୍ଠ କର ନାହିଁ, ଅଭିଶାପ ବଦଳେ ଅଭିଶାପ ଦିଅ ନାହିଁ; ତା’ ପରିବର୍ତ୍ତେ ଆଶୀର୍ବାଦ କର, କାରଣ ଏଥିନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିତିଲେ ଓ ଏହା କରିବା ଦ୍ୱାରା ତୁମ୍ଭେମାନେ ଆଶୀର୍ବାଦ ପ୍ରାପ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಾಯ್ಟ್ ಕರ್ತಲ್ಯಾಕ್ನಿ ವಾಯ್ಟ್ ಕರುನಕಾಸಿ, ಅನಿ ನಿಂದ್ಯಾ ಕರ್ತಲ್ಯಾಕ್ನಿ ಅನಿ ಪರ್ತುನ್ ನಿಂದ್ಯಾ ಕರಿನಸ್ತಾನಾ ತೆಚ್ಯಾ ಬದ್ಲಾಕ್ ತೆಕಾ ತುಮಿ ಆಶಿರ್ವಾದ್ ದಿವಾ, ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾನ್ ತುಮ್ಕಾ ಬಲ್ವಲ್ಲ್ಯಾ ತನ್ನಾ ತುಮ್ಕಾ ಗೊಸ್ಟ್ ದಿಲ್ಲಿ ಆಶಿರ್ವಾದಾಚ್ಯಾ ವಿಶಯಾತುಚ್,