1 Peter 4:1 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ନିଜ ଶରୀର ରେ ଥିଲା ବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯଭେଳି ଚିନ୍ତାଧାରା ଥିଲା, ତାହା ଦ୍ବାରା ତୁମ୍ଭେ ଆପଣାକୁ ଶକ୍ତିୟୁକ୍ତ କର। ଯେଉଁ ଲୋକ ନିଜ ଶରୀର ରେ ଯାତନ ଭୋଗ କଲା; ସେ ପାପରୁ ନିବୃତ୍ତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣା- ମାନଙ୍କୁ ସୁସଜ୍ଜିତ କର (କାରଣ ଯେ ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଶାରୀରିକ କ୍ଳେଶଭୋଗ କରିଥିବାରୁ, ତୁମ୍ଭେମାନେ ମଧ୍ୟ ତାଙ୍କ ପରି ମନୋଭାବାପନ୍ନ ହୋଇ ନିଶ୍ଚିତ ହୁଅ ଯେ ଯେଉଁ ବ୍ୟକ୍ତି ଶାରୀରିକ ଯନ୍ତ୍ରଣା ସହ୍ୟ କରେ, ୌ ଆଉ ପାପରେ ଲିପ୍ତ ହୋଇ ରହେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରିବର୍ତ୍ତିତ ଜୀବନ ଖ୍ରୀଷ୍ଟ ନିଜ ଶରୀରରେ ଥିଲାବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯେଭଳି ଚିନ୍ତାଧାରା ଥିଲା, ତାହା ଦ୍ୱାରା ତୁମ୍ଭେ ଆପଣାକୁ ଶକ୍ତିଯୁକ୍ତ କର। ଯେଉଁ ଲୋକ ନିଜ ଶରୀରରେ ଯାତନ ଭୋଗ କଲା; ସେ ପାପରୁ ନିବୃତ୍ତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತ್ ಆಂಗಾ ಮಾಸಾನ್ ಹೊತ್ತ್ಯಾ ತನ್ನಾ ತೆನಿ ಕಸ್ಟ್ ಖಾಲ್ಯಾನ್ ತುಮಿಬಿ ತೆಚ್ಯಾ ಸಾರ್ಕೆಚ್ ಮನುನ್ ಯವ್ಜುನ್ ಘೆವ್ನ್ ತುಮ್ಕಾ ತುಮಿ ಘಟ್ಟ್ ಕರುನ್ಗೆವಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಆಂಗಾ ಮಾಸಾನಿ ಕಸ್ಟ್ ಸೊಸ್ತಲೊ ಪಾಪಾತ್ ರ್‍ಹಾಯ್ನಾ.