1 Peter 4:12 — Compare Translations
7 translations compared side by side
Odia - 1840
"ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁଗଣ, ଯେଉଁ ଅଗ୍ନି ପରୀକ୍ଷାରେ ତୁମ୍ଭେମାନେ କ୍ଳେଶଭୋଗ କରୁଛ, ତାହା ଏକ ଅସାଧାରଣ ଘଟଣା ଭାବି ବିଦ୍ମିତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟିୟାନ ଭାବରେ ଯାତନା ସହିବା ମୋ’ ମିତ୍ରଗଣ, ତୁମ୍ଭେମାନେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ଯ୍ୟ ମନେକର ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ୱାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ଯ୍ୟ କଥା ଘଟୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರೆಮಾಚ್ಯಾ ವಾಂಗ್ಡಿಯಾನು, ತುಮಿ ಅತ್ತಾ ಸೊಸುಲಾಗಲ್ಯಾ ತರಾಸಾಚ್ಯಾ ವಿಶಯಾತ್ ಅಜಾಪ್ ಹೊವ್ ನಕಾಸಿ, ತೆ ತುಮ್ಚೊ ವಿಶ್ವಾಸ್ ಪರಿಕ್ಷಾ ಕರ್ತಾ ಸೊಸುಕ್ ಹೊಯ್ನಸಲೊ ತರಾಸ್ ತುಮ್ಕಾ ಹೊವ್ಲಾ ಮನುನ್ ಚಿಂತುನಕಾಸಿ.