1 Peter 4:13 — Compare Translations

7 translations compared side by side

Odia - 1840
"ବରଂ ତୁମ୍ଭେ ଖୁସି ହବୋ ଉଚତ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହାଇେଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲା ବେଳେ ତୁମ୍ଭେ ଖୁସି ହବେ ଓ ଆନନ୍ଦ ରେ ପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ ଆନନ୍ଦିତ ହୁଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ କ୍ଳେଶଭୋଗର ଅଂଶୀ ହେବାରୁ ତାଙ୍କର ମହିମା ପ୍ରକାଶିତ ହେବା ସମୟରେ ର୍ତୁମ୍ଭମାନେ ଆନନ୍ଦରେ ପରିପୂର୍ଣ୍ଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ବରଂ ତୁମ୍ଭେ ଖୁସୀ ହେବା ଉଚିତ୍ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହୋଇଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲାବେଳେ ତୁମ୍ଭେ ଖୁସୀ ହେବ ଓ ଆନନ୍ଦରେ ପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
Odia IRV 2017 (ଓଡିଆ ବାଇବେଲ)
ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಕ್ರಿಸ್ತಾಚ್ಯಾ ತರಾಸಾತ್ನಿ ವಾಟೊ ಘೆವ್ಲಾಗಲ್ಲ್ಯಾ ಸಾಟ್ನಿ ಖುಶಿ ಹೊವಾ, ಕ್ರಿಸ್ತ್ ಅಪ್ಲಿ ಮಹಿಮಾ ದಾಕ್ವುತಾನಾ ತುಮಿ ಖುಶಿನ್ ಭರ್‍ತ್ಯಾಶಿ ಅನಿ ಆನಂದಿತ್ ಹೊತ್ಯಾಶಿ.