1 Peter 4:14 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ଯ ବୋଲି ଜାଣିବ। ତୁମ୍ଭ ଭିତ ରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ଯ। ତାହା ହିଁ ହେଉଛି ପରମେଶ୍ବରଙ୍କ ଆତ୍ମା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ଵରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ଅନୁଗାମୀ ହୋଇଥିବାରୁ ଅପମାନିତ ହେଲେ, ତୁମ୍ଭେମାନେ ପ୍ରକୃତରେ ଧନ୍ୟ, କାରଣ ଈଶ୍ୱରଙ୍କ ଗୌରବମୟ ଆତ୍ମା ତୁମଠାରେ ଅଧିଷ୍ଠାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ୟ ବୋଲି ଜାଣିବ। ତୁମ୍ଭ ଭିତରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ୟ। ତାହା ହିଁ ହେଉଛି ପରମେଶ୍ୱରଙ୍କ ଆତ୍ମା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ୱରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಕ್ರಿಸ್ತಾಚ್ಯಾ ನಾವಾನ್ ಚಲ್ತಲೆ ತೆಜ್ಯಾಸಾಟಿ ಅವ್ಮಾನ್ ತುಮ್ಕಾ ಸೊಸುಕ್ ಗಾವ್ಲ್ಯಾರ್ ತುಮ್ಚೆ ನಸಿಬ್ ಕವ್ಡೆ ಬರೆ, ದೆವಾಚ್ಯಾ ಮಹಿಮೆನ್ ಭರಲ್ಲೊ ಆತ್ಮೊ ತುಮ್ಚ್ಯಾ ಭುತ್ತುರ್ ವಸ್ತಿ ಕರುಲ್ಲಾ ಮನುನ್ ಹೊಲೊ.