1 Peter 4:15 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ଭିତରୁ କହେି ହତ୍ଯାକାରୀ ବା ଚୋର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାର ରେ ମୁଣ୍ଡ ଖଳୋଇଲା ଭଳି ଲୋକ ନ ଥାଉ। ସହେି ଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କହେି ଏପରି କାର୍ୟ୍ଯ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କହେି ଖ୍ରୀଷ୍ଟିଯାନ ହବୋରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାରଚର୍ଚ୍ଚାକାରୀ ହୋଇ ଦଣ୍ତ ଭୋଗ ନ କରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରୁ କେହି ନରହନ୍ତା, ଦସ୍ୟୁ ବା ଦୁରାଚାରୀ, କିଅବା ଗଣ୍ଡଗୋଳ ସୃଷ୍ଟି କରିବା ହେତୁ ଦୁଃଖଭୋଗ ନ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ଭିତରୁ କେହି ହତ୍ୟାକାରୀ ବା ଗ୍ଭେର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାରରେ ମୁଣ୍ଡ ଖେଳାଇଲା ଭଳି ଲୋକ ନ ଥାଉ। ସେହିଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କେହି ଏପରି କାର୍ଯ୍ୟ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କେହି ଖ୍ରୀଷ୍ଟିୟାନ ହେବାରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾತ್ಲೊ ಕೊನ್ ಬಿ ಖುನಿಗಾರ್, ಚೊರ್, ಅಪರಾದಿ, ನಾಹೊಲ್ಯಾರ್ ದುಸ್ರ್ಯಾ ಲೊಕಾಂಚ್ಯಾ ಕಾಮಾಕ್ನಿ ಮದ್ದಿ ಪಡ್ತಲ್ಯಾಂಚ್ಯಾ ತರಾಸ್ ಸೊಸ್ತಲೆ ನಕ್ಕೊ.