1 Peter 4:17 — Compare Translations

7 translations compared side by side

Odia - 1840
"ଏବେ ବିଚାରର ସମୟ ଆସିଛି। ତାହା ପରମେଶ୍ବରଙ୍କ ପରିବାରଠାରୁ ଆରମ୍ଭ ହବେ। ଯଦି ସହେି ବିଚାର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ବରଙ୍କ ସୁସମାଚାର ଗ୍ରହଣ କରି ନାହାଁନ୍ତି, ସମାନଙ୍କେର କି ଅବସ୍ଥା ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
Odia BSI (ପବିତ୍ର ବାଇବଲ (CL) NT (BSI))
ବିଚାର କାଳ ଆସନ୍ନ ଏବଂ ଈଶ୍ୱରଙ୍କ ଲୋକମାନେ ପ୍ରଥମେ ବିଚାରିତ ହେବେ। ଯଦି ଆମଠାରୁ ତାହା ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରରେ ବିଶ୍ୱାସ କରନ୍ତି ନାହିଁ, ସେମାନଙ୍କ ଶେଷ ଦଶା କ’ଣ ନ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ଏବେ ବିଗ୍ଭରର ସମୟ ଆସିଛି। ତାହା ପରମେଶ୍ୱରଙ୍କ ପରିବାରଠାରୁ ଆରମ୍ଭ ହେବ। ଯଦି ସେହି ବିଗ୍ଭର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରି ନାହାନ୍ତି, ସେମାନଙ୍କର କି ଅବସ୍ଥା ହେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಝಡ್ತಿಚೊ ಯೆಳ್ ಶುರು ಹೊಲಾ ದೆವಾಚ್ಯಾ ಗುಡಿತ್ ಲೊಕಾಕ್ನಿ ಅದ್ದಿ ಝಡ್ತಿ ಕರುನ್ ಹೊತಾ, ಅಮ್ಚ್ಯಾಕ್ನಾ ತೆ ಶುರು ಹೊಲ್ಯಾರ್ ದೆವಾಚಿ ಬರಿ ಖಬರ್ ಮಾನಿನಸಲ್ಲ್ಯಾ ಲೊಕಾಕ್ನಿ ಕಾಯ್ ಹೊತಾ ಆಸಿಲ್?