1 Peter 4:18 — Compare Translations
7 translations compared side by side
Odia - 1840
"ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା ହେଲେ ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସମାନଙ୍କେର କ'ଣ ହବେ?340"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ରରେ ଲେଖାଅଛି: “ଯଦି ଧାର୍ମିକମାନଙ୍କ ପରିତ୍ରାଣ ପାଇବା ଏତେ କଷ୍ଟକର, ତେବେ ଅଧାର୍ମିକ ଓ ପାପୀମାନଙ୍କ ଦଶା କ’ଣ ନ ହେବ?”
Odia Bible ERV 2004 (ପବିତ୍ର ବାଇବଲ)
“ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା’ହେଲେ ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସେମାନଙ୍କର କ’ଣ ହେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಿತಿವಂತಾಕ್ನಿಚ್ ರಾಕ್ವನ್ ಘೆತಲೆ ತರಾಸ್ ಹೊಲ್ಯಾರ್ ದೆವಸ್ಪಾನ್ ನಸಲ್ಲ್ಯಾ ಅನಿ ಪಾಪಿಸ್ಟ್ ಮಾನ್ಸಾಂಚಿ ಗತ್ ಕಾಯ್?