1 Peter 4:19 — Compare Translations
7 translations compared side by side
Odia - 1840
"ଅତଏବ ଯେଉଁ ଲୋକମାନେ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଯାତନା ଭୋଗ କରୁଛନ୍ତି, ସମାନେେ ତାହାଙ୍କୁ ସମାନଙ୍କେର ଆତ୍ମା ବିଶ୍ବାସପୂର୍ବକ ସମର୍ପଣ କରିଦବୋ ଉଚିତ୍। ପରମେଶ୍ବର ସମାନଙ୍କେୁ ଗଠନ କରିଛନ୍ତି ଓ ତେଣୁ ସମାନେେ ତାହାଙ୍କୁ ବିଶ୍ବାସ କରିପାରିବେ। ଅତଏବ ସମାନେେ ଭଲ କାମ କରିଚାଲିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେଉଁମାନେ ଈଶ୍ଵରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ଵସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଯେଉଁମାନେ ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ଦୁଃଭୋଗ କରନ୍ତି, ସେମାନେ ସତ୍କର୍ମ କରି ତାଙ୍କଠାରେ ପୂର୍ଣ୍ଣ ମାତ୍ରାରେ ଭରସା ରଖନ୍ତୁ। ସେମାନଙ୍କ ସ୍ରଷ୍ଟା ଈଶ୍ୱର ସର୍ବଦା ତାଭ୍କ ପ୍ରତିଜ୍ଞା ରକ୍ଷା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯେଉଁ ଲୋକମାନେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଯାତନା ଭୋଗ କରୁଛନ୍ତି, ସେମାନେ ତାହାଙ୍କୁ ସେମାନଙ୍କର ଆତ୍ମା ବିଶ୍ୱାସପୂର୍ବକ ସମର୍ପଣ କରିଦେବା ଉଚିତ୍। ପରମେଶ୍ୱର ସେମାନଙ୍କୁ ଗଠନ କରିଛନ୍ତି ଓ ତେଣୁ ସେମାନେ ତାହାଙ୍କୁ ବିଶ୍ୱାସ କରି ପାରିବେ। ଅତଏବ ସେମାନେ ଭଲ କାମ କରି ଗ୍ଭଲିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେଉଁମାନେ ଈଶ୍ୱରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರ್ಹಾತಾನಾ ಜೆ ಕೊನ್ ಕಸ್ಟ್ ಸೊಸುನ್ಗೆತಾ ತೆನಿ ತೆಂಚ್ಯಾ ಬರ್ಯಾ ಕಾಮಾಂಚ್ಯಾ ವೈನಾ ಅಪ್ನಾಕ್ ರಚಲ್ಲ್ಯಾಚೆ ಬರೊಸೊ ಥವ್ನ್ ರ್ಹಾತ್ಯಾತ್ ಅನಿ ತೊ ಅಪ್ನಾಚೆ ಗೊಸ್ಟ್ ಕನ್ನಾಬಿ ಪಾಳ್ತಾ.