1 Peter 4:2 — Compare Translations

7 translations compared side by side

Odia - 1840
"ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମଶ୍ବରଙ୍କ ଇଚ୍ଛାନୁସା ରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛା ରେ, ମନ୍ଦକାର୍ୟ୍ଯ କରି ଜୀବନଯାପନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ବର୍ତ୍ତମାନଠାରୁ ଜୀବନର ଅବଶିଷ୍ଟ କାଳ ଭିତରେ ଶାରୀରିକ ଅଭିଲାଷର ବଶବର୍ତ୍ତୀ ନ ହୋଇ ଈଶ୍ୱରଙ୍କ ଇଚ୍ଛାଧୀନ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛାରେ, ମନ୍ଦକାର୍ଯ୍ୟ କରି ଜୀବନଯାପନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ୱରଙ୍କ ଇଚ୍ଛାନୁସାରେ କ୍ଷେପଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರಾತಾನಾ ಅತ್ತಾಚ್ಯಾನ್ ಹ್ಯಾ ಜಗಾತ್ ತುಮಿ ಅಸಲ್ಲೆ ಉಲ್ಲಿ ದಿಸಾ ಮಾನ್ಸಾಚ್ಯಾ ಬುರ್ಶ್ಯಾ ಆಶ್ಯಾತ್ನಿ ಪಡಿನಸ್ತಾನಾ ದೆವಾಚ್ಯಾ ಆಶ್ಯಾಸಾರ್ಕೆ ಚಲ್ತಲ್ಲ್ಯಾ ಜಿವನ್ ತುಮಿ ಕರುನ್ಗೆತ್ ರಾವಾ.