1 Peter 4:3 — Compare Translations

7 translations compared side by side

Odia - 1840
"ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅତୀତରେ ତୁମ୍ଭେମାନେ ଅଣବିଶ୍ୱାସୀମାନଙ୍କ ପରି କାର୍ଯ୍ୟ କରି ବହୁ ସମୟ ବିତାଇଛ। ତୁମ୍ଭମାନଙ୍କର ଜୀବନ ଅଶକଳୀଳତା, କାମୁକତା, ମଦ୍ୟପାନ, ରଙ୍ଗରସ ମତ୍ତତା ଓ ଘୃଣା ପ୍ରତିମା ପୂଜାରେ କଟି ଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚಿ ಲೈಂಗಿಕ್ ಪಾನಾಚಿ ಪಾಪ್ ಕರುಕ್ ಪೊಜ್ಡೆಪಾನ್, ಫಿದೊಡೆಪಾನ್, ಗಮ್ಮತ್ ಕರ್ತಲೆ, ಅನಿ ಮುರ್ತಿ ಪುಜ್ಯಾಚ್ಯಾ ಬುರ್ಶ್ಯಾ ಚಾಲಿಕ್ ಪಡಲೆ ಹೊಲ್ಯಾಸಿ.