1 Peter 4:5 — Compare Translations
7 translations compared side by side
Odia - 1840
"ଅତଏବ ସମାନେେ ତୁମ୍ଭ ବିଷୟ ରେ ମନ୍ଦକଥା କହୁଛନ୍ତି। କିନ୍ତୁ ସମାନଙ୍କେୁ ସମାନଙ୍କେ କୃତ କର୍ମ ଲାଗି ଉତ୍ତର ଦବୋକୁ ହବେ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଚାର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସମାନଙ୍କେୁ ସମସ୍ତ କର୍ମର ହିସାବ ଦବୋକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁ ଈଶ୍ୱର ଜୀବିତ ସ ମୃତମାନଙ୍କର ବିଚାର କରିବାକୁ ଉଦ୍ୟତ, ତାଙ୍କ ନକଟରେ ସେମାନଙ୍କୁ ନିକାଶ ଦେବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ସେମାନେ ତୁମ୍ଭ ବିଷୟରେ ମନ୍ଦକଥା କହୁଛନ୍ତି। କିନ୍ତୁ ସେମାନଙ୍କୁ ସେମାନଙ୍କ କୃତ କର୍ମ ଲାଗି ଉତ୍ତର ଦେବାକୁ ହେବ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଗ୍ଭର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସେମାନଙ୍କୁ ସମସ୍ତ କର୍ମର ହିସାବ ଦେବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ವಿಶ್ವಾಸ್ ಕರಿನಸಲ್ಲಿ ಲೊಕಾ ಅಪ್ನಿ ಕರ್ತಲ್ಯಾ ಬುರ್ಶ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ತೆನಿಚ್ ವಿವರನ್ ದಿವ್ಚೆ ಹೊತಾ, ಅನಿ ಮರಲ್ಯಾಕ್ನಿ ಅನಿ ಝಿತ್ತೆ ಹೊತ್ತ್ಯಾಕ್ನಿ ಝಡ್ತಿ ಕರುಕ್ ಇಬೆ ರ್ಹಾತಲ್ಯಾಚ್ಯಾ ಇದ್ರಾಕ್ ತೆನಿ ಲೆಕ್ಕ್ ದಿವ್ಚೆ.