1 Peter 4:6 — Compare Translations
7 translations compared side by side
Odia - 1840
"ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସମାନଙ୍କେୁ ସୁସମାଚାର କୁହାୟାଇଥିଲା, କାରଣ ସବୁ ଲୋକଙ୍କର ବିଚାର ହବୋ ଭଳି ସମାନଙ୍କେର ମଧ୍ଯ ବିଚାର ହବେ। ସମାନେେ ଜୀବିତ ଥିଲା ବେଳେ ଯାହା କିଛି କରିଥିଲେ, ସହେି ଅନୁସାରେ ବିଚାରିତ ହବେେ। କିନ୍ତୁ ସମାନେେ ଯେପରି ପରମେଶ୍ବରଙ୍କ ଭଳି ଆତ୍ମା ରେ ଜୀବିତ ହବେେ, ଏଥିପାଇଁ ସମାନଙ୍କେ ନିକଟରେ ସୁସମାଚାର ପ୍ରଚାରିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ଵରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିପାଇଁ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରାଯାଇଥିଲା, ଯେପରି ସେମାନେ ମନୁଷ୍ୟମାନଙ୍କ ପରି ଶାରୀରିକଭାବେ ବିଚାରିତ ହୋଇଥିଲେ ସୁଦ୍ଧା, ଈଶ୍ୱରଙ୍କ ଅନୁରୂପ ଆତ୍ମାରେ ସଜୀବ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସେମାନଙ୍କୁ ସୁସମାଗ୍ଭର କୁହାଯାଇଥିଲା, କାରଣ ସବୁ ଲୋକଙ୍କର ବିଗ୍ଭର ହେବା ଭଳି ସେମାନଙ୍କର ମଧ୍ୟ ବିଗ୍ଭର ହେବ। ସେମାନେ ଜୀବିତ ଥିଲାବେଳେ ଯାହାକିଛି କରିଥିଲେ, ସେହି ଅନୁସାରେ ବିଗ୍ଭରିତ ହେବେ। କିନ୍ତୁ ସେମାନେ ଯେପରି ପରମେଶ୍ୱରଙ୍କ ଭଳି ଆତ୍ମାରେ ଜୀବିତ ହେବେ, ଏଥିପାଇଁ ସେମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭରିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ୱରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರನಾಸಾಟ್ನಿ ಮರಲ್ಲ್ಯಾಕ್ನಿ ಸೈತ್ ಬರಿ ಖಬರ್ ಸಾಂಗುನ್ ಹೊಲಿ, ಅಸೆ ಸಗ್ಳ್ಯಾಕ್ನಿ ಆಂಗಾ ಮಾಸಾಚ್ಯಾ ರುಪಾತ್ ಝಡ್ತಿ ಕರುನ್ ಹೊಲ್ಲೆ ರ್ಹಾಲ್ಯಾರ್ಬಿ ತೆನಿ ಆತ್ಮಿಕ್ ರುಪಾನ್ ದೆವಾಚೆ ಜಿವನ್ ಕರುಚೆ.