1 Peter 4:7 — Compare Translations

7 translations compared side by side

Odia - 1840
"ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି ପ୍ରାର୍ଥନା କରିବା ପାଇଁ ସଚେତନ ଥାଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ସବୁ ବିଷୟର ଅନ୍ତିମ କାଳ ସନ୍ନିକଟ। ତୁମ୍ଭେମାନେ ପ୍ରାର୍ଥନାରେ ନିବିଷ୍ଟ ରହିବା ପାଇଁ ଆତ୍ମସଂଯମୀ ହୋଇ ସଜାଗ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଦାନଗୁଡ଼ିକର ଭଲ ତତ୍ତ୍ୱାବଧାରକ ହୁଅ ସବୁ ବିଷୟ ସମାପ୍ତ ହେବାର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂଯତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବାରେ ସାହାଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾಚೆ ಅಂತ್ ಜಗೊಳ್ ಯೆಲಾ, ತೆಚ್ಯಾ ಸಾಟ್ನಿ ತುಮ್ಚ್ಯಾ ಮಾಗ್ನಿಂಚ್ಯಾ ಸಾಟ್ನಿ ತುಮಿ ಹುಶಾರ್‍ಕಿನ್ ಅನಿ ಶಿಸ್ತಿನ್ ರ್‍ಹಾವ್ಚೆ, ಅನಿ ತುಮ್ಕಾ ಸಂಬಾಳುನ್ ಘೆವ್ನ್ ಜಾವ್ಚೆ.